Odisha Link
Bridging the Missing Links in Odisha

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ; ଓ୍ୱେବସାଇଟ୍‌ରେ ଉପଲବ୍ଧ ହେଲା ରେଜଲ୍ଟ

ଓଏଲ୍‌ ବ୍ୟୁରୋ: ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ। ୱେବସାଇଟରେ ଉପଲବ୍ଧ ହେଲା ରେଜଲ୍ଟ। ଫଳାଫଳ ଜାଣିବା ପାଇଁ ଛାତ୍ରୀଛାତ୍ରମାନେ cbse.nic.in ଓ cbseresults.nic.in ରେ ଲଗ୍‌ ଇନ୍‌ କରିପାରିବେ। ଚଳିତବର୍ଷ ପୂର୍ବବର୍ଷ ଅପେକ୍ଷା ପାସ ହାର ବୃଦ୍ଧି ହୋଇଛି। ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୯୧ ପ୍ରତିଶତରୁ ଅଧିକ ବାଳିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଭୁବନେଶ୍ୱରରେ ୮୩.୩୪ ପ୍ରତିଶତ ଛାତ୍ରଛାତ୍ରୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

Leave A Reply

Your email address will not be published.