ରାତି ପାହିଲେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ…
ଓଏଲ୍ ବ୍ୟୁରୋ: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଶେଷ ହୋଇଛି ନିର୍ବାଚନ। ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ। ୬ ଲୋକସଭା ଆସନ ଅନ୍ତର୍ଗତ ୪୨ ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ। ତେବେ ଏହି ୬ ଲୋକସଭା ଆସନ ପାଇଁ ଗତକାଲି ପ୍ରଚାରର ଶେଷ ଦିନ ଥିଲା। ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ…