୧୦ ତାରିଖ ନୁହେଁ ୧୨ ତାରିଖରେ ଶପଥ ନେଇ ପାରନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଆସିଲା ବଡ଼ ଖବର। ୧୦ ତାରିଖ ପରିବର୍ତ୍ତେ ୧୨ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି। ତେବେ ଓଡ଼ିଶା ବିଜେପି କାର୍ଯ୍ୟାଳୟ ପକ୍ଷରୁ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟୀକରଣ ଜାରି କରାଯାଇ ନାହିଁ। ଅନ୍ୟପଟେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି କଳ୍ପନା ଜଳ୍ପନା।