ବିଧାୟକଙ୍କ ଶପଥ ପାଠ ଉତ୍ସବ ଆରମ୍ଭ,…
ଓଏଲ୍ ବ୍ୟୁରୋ: ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ମୋହନ ସରକାର ଶାସନ ଗାଦିରେ ବସିବା ପରେ ଆଜି ଆରମ୍ଭ ହୋଇଛି ପ୍ରଥମ ବିଧାନସଭା ଅଧିବେଶନ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ବର୍ତ୍ତମାନ ବିଧାନସଭାରେ ପହଁଞ୍ଚି ସାରିଛନ୍ତି। ଆରମ୍ଭ ହୋଇଛି ନୂଆ ବିଧାୟକଙ୍କ ଶପଥ ଗ୍ରହଣ…