Odisha Link
Bridging the Missing Links in Odisha

ରାଜ୍ୟପାଳଙ୍କୁ ଭେଟିଲେ ବାଚସ୍ପତି ସୁରମା ପାଢ଼ୀ

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ। ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ଏସବୁ ଭିତରେ ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ଭାବେ ଦାୟିତ୍ୱ ହୋଇଛନ୍ତି। ରଣପୁର ବିଧାୟିକା ସୁରମା ପାଢ଼ୀ ବାଚସ୍ପତି ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ରାଜ୍ୟପାଳ ରଘୁବାର ଦାସଙ୍କୁ ଭେଟିଛନ୍ତି। ରାଜଭବନରେ ବାଚସ୍ପତି ସୁରମା ପାଢ଼ୀ ରାଜ୍ୟପାଳ ରଘୁବାର ଦାସଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି।