Odisha Link
Bridging the Missing Links in Odisha
Daily Archives

July 22, 2024

ରାଷ୍ଟ୍ରପତି ନିର୍ବାଚନରୁ ଓହରିଲେ ଜୋ…

ଓଏଲ୍‌ ବ୍ୟୁରୋ: ଜୋ ବାଇଡେନ୍ ଶନିବାର ଦିନ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ଓହରିଯିବାର ନିଷ୍ପତ୍ତି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ “ମୁଁ ଦେଶର ସର୍ବୋତ୍ତମ ହିତରେ ଅଛି”। ପୂର୍ବତନ ରାଷ୍ଟ୍ରପତି ବାରାକ୍ ଓବାମାଙ୍କ ସମେତ ତାଙ୍କ ଡେମୋକ୍ରାଟ୍ ସହଯୋଗୀଙ୍କ ଚାପ ବଢ଼ୁଥିବାରୁ ୮୧ ବର୍ଷୀୟ ଏହି…

ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,…

ଓଏଲ୍‌ ବ୍ୟୁରୋ: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଯେଉଁଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ବିଭିନ୍ନ ଶୈବପୀଠ। ରାଜ୍ୟରେ ଥିବା ଶିବ ମନ୍ଦିର ଗୁଡ଼ିକରେ ସକାଳୁ ସକାଳୁ କାଉଡ଼ିଆଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଥିବା ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପ୍ରବଳ ଭିଡ଼…

ଆଜିଠୁ +୨ ପ୍ରଥମ ପର୍ଯ୍ୟାୟ ନାମଲେଖା,…

ଓଏଲ୍ ବ୍ୟୁରୋ: ଚଳିତ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରତି ଘଣ୍ଟାରେ କଲେଜରେ ୧୫ଜଣଙ୍କର ନାମଲେଖା କରାଯିବ।…

ଆଜିଠୁ ସଂସଦର ବଜେଟ୍ ଅଧିବେଶନ,…

ଓଏଲ୍ ଵ୍ୟୁରୋ: ଆଜିଠୁ ସଂସଦର ବଜେଟ୍ ଅଧିବେଶନ। ସଂସଦର ବଜେଟ୍ ଅଧିବେଶନରେ ମୋଟ ୧୯ଟି କାର୍ଯ୍ୟଦିବସ ରହିବ । ଅଗଷ୍ଟ ୧୨ ପର୍ଯ୍ୟନ୍ତ ଗୃହକାର୍ଯ୍ୟ ଚାଲିବ। ସରକାର ଏହି ସମୟରେ ୬ଟି ବିଲ୍ ଆଗତ କରିବା ନେଇ ଆଶା କରାଯାଉଛି । ୯୦ ବର୍ଷ ପୁରୁଣା ଏୟାରକ୍ରାଫ୍ଟ ଆଇନର ଉଚ୍ଛେଦ ସଂକ୍ରାନ୍ତ ପ୍ରସ୍ତାବ ବି…

ଆରମ୍ଭ ହେଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ…

ଓଏଲ୍‌ ବ୍ୟୁରୋ: ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାର ଠାରୁ ଅର୍ଥାତ ଆଜିଠୁ ଆରମ୍ଭ ହେଉଛି। ପରୀକ୍ଷାର ପ୍ରଥମ ଦିନ ଓଡ଼ିଆ ମାତୃଭାଷା ପରୀକ୍ଷା ରହିଛି। ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇଥିବାବେଳେ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ। ସେହିପରି ୨୪ ତାରିଖରେ ଇଂରାଜୀ, ୨୬ରେ ସାଧାରଣ ବିଜ୍ଞାନ,…

ଆଜିଠୁ ବିଧାନସଭା ଅଧିବେଶନ, ପ୍ରଥମଥର…

ଓଏଲ୍‌ ବ୍ୟୁରୋ: ଆଜିଠାରୁ (ସୋମବାର) ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେଉଛି। ଦୁଇଟି ପର୍ଯ୍ୟାୟରେ ସେ‌ପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା। ବିଜେପି ରାଜ୍ୟରେ କ୍ଷମତାକୁ ଆସିବା ପରେ ଏହା ପ୍ରଥମ ଅଧିବେଶନ। ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ…