Odisha Link
Bridging the Missing Links in Odisha

୩ ମାସ ପରେ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଓଏଲ୍ ବ୍ୟୁରୋ: ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଆଜିଠୁ ଖୋଲିଛି ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ବନ୍ଦ ରହିବା ପରେ ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। କୁମ୍ଭୀରମାନଙ୍କ ପ୍ରଜନନ ଋତୁ ପାଇଁ ପର୍ଯ୍ୟଟକମାନଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା। ଏପ୍ରିଲ ୩୦ ତାରିଖରୁ ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା।