Odisha Link
Bridging the Missing Links in Odisha

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍‌ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିପାରେ ମୋହର

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ ହେବ। ଏହି ବୈଠକରେ ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହେବ। ମୋହନ ସରକାରଙ୍କ ଏହା ଚତୁର୍ଥ କ୍ୟାବିନେଟ୍ ବୈଠକ। ତେବେ ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଉପରେ କ୍ୟାବିନେଟ ମୋହର ବାଜିପାରେ ବୋଲି କୁହାଯାଉଛି।