Odisha Link
Bridging the Missing Links in Odisha
Daily Archives

August 8, 2024

ମଧ୍ୟାହ୍ନ ଭୋଜନ ପରେ ୨୦ରୁ ଅଧିକ…

ଓଏଲ୍‌ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ସୋର ବ୍ଲକ ଶିରାପୁର ନୋଡାଲ ବିଦ୍ୟାଳୟରେ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ ୨୪ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବାବେଳେ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଆଜି ମଧ୍ୟାହ୍ନ ଭୋଜନ ଖାଇବା ପରେ କେତେ ଜଣ ପିଲାଙ୍କ ପେଟ କାଟିବା ସହ ଛାତିରେ ଯନ୍ତ୍ରଣା ଅନୁଭବ…

ମିସ୍‌ ଆଣ୍ଡ ମିସେସ୍‌ ରୟାଲ ଗ୍ଲୋବାଲ…

ଓଏଲ୍‌ ବ୍ୟୁରୋ: ମୁମ୍ବାଇ ଠାରେ ଆୟୋଜିତ ମିସ୍‌ ଆଣ୍ଡ ମିସେସ୍‌ ରୟାଲ ଗ୍ଲୋବାଲ କୁଇନ୍‌ ୨୦୨୪ ଏବଂ ରୟାଲ ଗ୍ଲୋବାଲ୍‌ ଆଚିଭର୍‌ ଆୱାର୍ଡର ୪ର୍ଥ ସଂସ୍କରଣର ସୁନ୍ଦରୀ ପ୍ରତିଯୋଗିତାରେ ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଡେଂଟାଲ୍‌ ସାଇନ୍‌ସେସ୍‌ (ଆଇଡିଏସ୍‌)ର ଫ୍ୟାକଲ୍ଟି ଡକ୍ଟର…

ଫୁଲୁଛି ମହାନଦୀ, ଭଟ୍ଟାରିକା ମନ୍ଦିର…

ଓଏଲ୍‌ ବ୍ୟୁରୋ: ଫୁଲୁଛି ମହାନଦୀ। ଗତ ଦୁଇଦିନ ହେବ ଉପରେ ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ। ମହାନଦୀର ବନ୍ୟାଜଳ ଯଦିଓ ମାଙ୍କ ମନ୍ଦିର ବେଢାକୁ ଛୁଇଁଛି ତଥାପି…

ନିର୍ବାଚନୀ ଅନିୟମିତତା ମାମଲା: କେଭି…

ଓଏଲ୍‌ ବ୍ୟୁରୋ: ବଦଳିଛି ଓଡ଼ିଶା ରାଜନୀତିର ଦୃଶ୍ୟପଟ। ରାଜ୍ୟର ଶାସନ ଭାର ନେଇଛି ବିଜେପି ସରକାର। ଦୀର୍ଘ ୨୪ ବର୍ଷ ଶାସନ କରି ବିଜେଡି କ୍ଷମତାଚ୍ୟୁତ ହୋଇଛି। ଏଭଳି ପରାଜୟର କାରଣକୁ ଖୋଜିବା ବେଳେ ବିଜେଡିର ବିଭିନ୍ନ ମହଲରେ ଝଡ଼ ଉଠିଛି। ବିଗତ ବର୍ଷ ହେବ ଶାସନ କରୁଥିବା ବିଜୁ ଜନତା ଦଳ ଏବେ ବିଧାନସଭାରେ…

ପୋଲାଭରମ୍‌ ଗସ୍ତରେ ବିଜେଡି ଟିମ୍,…

ଓଏଲ୍‌ ବ୍ୟୁରୋ: ପୋଲାଭରମ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲା ବିଜେଡି ଦଳ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଗଠନ କରିଥିବା ଏକ ଦଳ ପୋଲାଭରମ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଛନ୍ତି। ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠିତ ହୋଇଛି। ଟିମରେ ରହିଛନ୍ତି ଦେବୀ ପ୍ରସାଦ ମିଶ୍ର, ପ୍ରଦୀପ…

ଭୁବନେଶ୍ୱରରେ ପହଞ୍ଚିଲେ ମୋହନ ଭାଗବତ,…

ଓଏଲ୍‌ ବ୍ୟୁରୋ: ଆଜିଠୁ ୫ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ସର ସଂଘ ଚାଳକ ଡ.ମୋହନ ଭାଗବତ। ବର୍ତ୍ତମାନ ଭୁବନେଶ୍ୱରରେ ପହଂଚିଥିବାବେଳେ ଆସନ୍ତାକାଲି ସେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ ସ୍ଵାମୀ…

ଦୁଇ ମିନିଟ୍‌ରେ ୨ଥର ଥରି ଉଠିଲା ଜାପାନ,…

ଓଏଲ୍‌ ବ୍ୟୁରୋ: ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିବା ଖବର ସାମ୍ନାକୁ ଆସିଛି । ରିକ୍ଟର ସ୍କେଲ୍‌ରେ ଭୂମିକମ୍ପର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରେକର୍ଡ କରାଯାଇଛି। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶୁ ଦ୍ୱୀପ ଓ ଶିକୋକୁରେ ୨ଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ…

ରାଜ୍ୟସଭାରେ ଉଠିଲା ଭିନେଶ ଫୋଗଟଙ୍କ…

ଓଏଲ୍‌ ବ୍ୟୁରୋ: ମଉଳିଯାଇଛି ଭାରତର ଆଉ ଏକ ପଦକ ଆଶା। ନିଶ୍ଚିତ ପଦକରୁ ଓହରିଲେ ଭିନେଶ ଫୋଗଟ। କାରଣ ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଯୋଗ୍ୟ ଘୋଷିତ ହୋଇଛନ୍ତି ଭିନେଶ ଫୋଗଟ। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ଏହି ଘଟଣାକୁ ନେଇ ଏବେ ବିଶ୍ଵବ୍ୟାପୀ ଚର୍ଚା ହେଉଥିବାବେଳେ ରାଜ୍ୟସଭାରେ…

ଖଣି ଲିଜଧାରୀଙ୍କୁ କାରଣ ଦର୍ଶାଅ ନୋଟିସ,…

ଓଏଲ୍‌ ବ୍ୟୁରୋ: ଆକ୍ସନ ମୋଡରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଖୋର୍ଦ୍ଧାର ୧୯ଟି ଖଣି ଲିଜଧାରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୧୭ଟି ନିର୍ମାଣ ପଥର ଖଣି, ୨ ଗୋଟି ମାଙ୍କଡ଼ା ପଥର ଖଣି ଧାର୍ଯ୍ୟ ଅନୁମୋଦିତ ପରିମାଣଠୁ କରିଛନ୍ତି ଅଧିକ ଉତ୍ତୋଳନ।…

ମହଙ୍ଗା ପଡ଼ିଲା ଆୟ ବର୍ହିଭୂତ ସମ୍ପତ୍ତି,…

ଓଏଲ୍‌ ବ୍ୟୁରୋ: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ପଡିଲା ମହଙ୍ଗା। ଗିରଫ ହେଲେ କୁବେର ବିଡିଓ। ଆଠଗଡ ବିଡିଓ ପ୍ରଦୀପ ସାହୁଙ୍କୁ ଗୁରୁବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପ୍ରଦୀପଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ କରିଥିଲା। ଭୁବନେଶ୍ୱରରେ ୨ଟି କୋଠା, ଗୋଟିଏ ଫ୍ଲାଟ ସହ ୩ଟି ପ୍ଲଟ, ୪୭ ଲକ୍ଷର ଜମା, ୬…