Odisha Link
Bridging the Missing Links in Odisha
Daily Archives

August 8, 2024

ଅଶାନ୍ତ ବାଂଲାଦେଶ, ଆଲର୍ଟ ମୋଡରେ…

ଓଏଲ୍‌ ବ୍ୟୁରୋ: ଭାରତର ପଡ଼ୋଶୀ ରାଷ୍ଟ୍ର ବାଂଲାଦେଶର ସ୍ଥିତି ଅଣାୟତ୍ତ ହେଉଥିବାବେଳେ ହିଂସା ଯୋଗୁଁ ବାଂଲାଦେଶ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ବାଂଲାଦେଶରେ ଅସ୍ଥିରତା ଲାଗି ରହିଥିବା ବେଳେ ଦଙ୍ଗା ଥମୁନାହିଁ। ଏସବୁ ଭିତରେ ରାଜ୍ୟରେ ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ରୋକିବାକୁ ଆଲର୍ଟ…

ଖାଉଟିଙ୍କ ଚିନ୍ତା ବଢ଼ାଇଛି ଆଳୁ ଦର,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବାବେଳେ ଗୁରୁବାର ଭୁବନେଶ୍ବରର ଆଇଗିଣିଆସ୍ଥିତ କୁବେରପୁରୀ ଆଳୁ ଗୋଦାମରେ ପଶ୍ଚିମବଙ୍ଗରୁ ୫ ଟ୍ରକ୍ ଆଳୁ ଆସି ପହଞ୍ଚିଛି। ଫଳରେ ଏବେ ଆଳୁ ଦର କମିବାର ଆଶା ଦେଖାଦେଇଛି। ହେଲେ ଆଜି କଟକ ଛତ୍ରବଜାରରେ ଆଳୁ କେଜି ୬୦ ଟଙ୍କା ରହିଛି। ଆଳୁ ଗାଡ଼ି ଆସୁନଥିବାରୁ…

ବାଂଲାଦେଶରେ ଥମୁନି ଦଙ୍ଗା, ପୁରୀରେ…

ଓଏଲ୍‌ ବ୍ୟୁରୋ: ଭାରତର ପଡ଼ୋଶୀ ରାଷ୍ଟ୍ର ବାଂଲାଦେଶର ସ୍ଥିତି ଅଣାୟତ୍ତ ହେଉଥିବାବେଳେ ହିଂସା ଯୋଗୁଁ ବାଂଲାଦେଶ ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ବାଂଲାଦେଶରେ ଅସ୍ଥିରତା ଲାଗି ରହିଥିବା ବେଳେ ଦଙ୍ଗା ଥମୁନାହିଁ। ସଂରକ୍ଷଣ ବିରୋଧୀ ଦଙ୍ଗା ଏବେ ଧର୍ମ ବିରୋଧୀ ହେବାରେ ଲାଗିଥିବା ପରିଲକ୍ଷିତ…

ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ଆଉ…

ଓଏଲ୍‌ ବ୍ୟୁରୋ: ଓଡ଼ିଶାକୁ ମଦମୁକ୍ତ କରିବାକୁ ଅଣ୍ଟା ଭିଡ଼ିଲେଣି ସରକାର। ଓଡ଼ିଶାକୁ ମଦ ଓ ନିଶା ମୁକ୍ତ କରିବାକୁ ଯୋଜନା କରୁଛନ୍ତି ବିଜେପି ସରକାର। ଏସବୁ ଭିତରେ ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୋଲିବନି ଆଉ ନୂଆ ମଦ ଦୋକାନ। ସରକାର ଏନେଇ…

ଏଣିକି ଏଟିଏମ୍ କାର୍ଡରେ ମିଳିବ ଚାଉଳ,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ପ୍ରଥମ ଥର ପାଇଁ ଖୋଲିବ ଶସ୍ୟ ଏଟିଏମ୍ ଲୋକାର୍ପଣ କରାଯାଇଛି। ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମଞ୍ଚେଶ୍ୱରସ୍ଥିତ ଚାଉଳ ଗୋଦାମ ଠାରେ ରାଇସ ଏଟିଏମ (ମହିନ୍ଦ୍ରା ସୋରୁମ ନିକଟ)ଉଦଘାଟନ କରିଛନ୍ତି। ରାସନ୍ କାର୍ଡ ହିତାଧିକାରୀଙ୍କୁ ଏହି…

ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ…

ଓଏଲ୍‌ ବ୍ୟୁରୋ: ପରଲୋକରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ। ୮୦ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳ ୮ଟା ୨୦ ମିନିଟ୍‌ରେ ତାଙ୍କ ପରଲୋକ ହୋଇଛି। କଲିକତାସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ଦୀର୍ଘ ଦିନ ହେଲା…

ରାଜଧାନୀରେ ବଢୁଛି ଡେଙ୍ଗୁ ଭୟ, ୩୦୦…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମୌସୁମୀ ବର୍ଷାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜଧାନୀ ଭୁବନେଶ୍ୱରରେ ଗତକାଲି ସୁଦ୍ଧା ୩୧୧ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ଷା କାରଣରୁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଡେଙ୍ଗୁକୁ…

ହିମାଚଳରେ ପ୍ରକୃତିର ତାଣ୍ଡବ, ଚାଲିଗଲା…

ଓଏଲ୍‌ ବ୍ୟୁରୋ: କେରଳର ଦୁର୍ଦ୍ଦଶା ଶେଷ ହୋଇନଥିବାବେଳେ ହିମାଚଳପ୍ରଦେଶରେ ପ୍ରକୃତିର କରାଳ ରୂପ ଦେଖିବାକୁ ମିଳିଛି। ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରବଳ ବର୍ଷା ଯୋଗୁଁ ୧୦ରୁ ଅଧିକ ଲୋକଙ୍କ ଜୀବନ ଚାଲିଯାଇଛି। ସାମେଜ ଓ ବାଗି ବ୍ରିଜ୍‌ ଅଞ୍ଚଳରେ ପ୍ରବଳ ବର୍ଷାରେ…

ଲଗାତାର ନବମ ଥର ପାଇଁ ଅପରିବର୍ତ୍ତିତ…

ଓଏଲ୍‌ ବ୍ୟୁରୋ: ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ଼ ସୂଚନା ପ୍ରକାଶ ପାଇଛି। ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ରେପୋ ରେଟ୍ ପରିବର୍ତନ ନହେବାରୁ ଇଏମଆଇ ମଧ୍ୟ ବୃଦ୍ଧି ପାଇବନି ବୋଲି ସୂଚନା ମିଳିଛି। ରେପୋ ହାରକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଥିବା ଆରବିଆଇ ଗଭର୍ଣ୍ଣର…

କୁସ୍ତିରୁ ସନ୍ନ୍ୟାସ ନେଲେ ଭିନେଶ ଫୋଗଟ୍

ଓଏଲ୍‌ ବ୍ୟୁରୋ: ମଉଳିଯାଇଛି ଆଉ ଏକ ପଦକ ଆଶା। ଭାଙ୍ଗିଗଲା ଭିନେଶ ଫୋଗଟ ଓ ଭାରତର ସ୍ବପ୍ନ। ନିଶ୍ଚିତ ପଦକରୁ ଓହରିଲେ ଭିନେଶ ଫୋଗଟ। କାରଣ ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଯୋଗ୍ୟ ଘୋଷିତ ହୋଇଛନ୍ତି ଭିନେଶ ଫୋଗଟ। ଧାର୍ଯ୍ୟଠାରୁ ଅଧିକ ଓଜନ ପାଇଁ ଅଯୋଗ୍ୟ ଘୋଷିତ ହୋଇଛନ୍ତି। ୫୦ କେଜିରୁ ଭିନେଶ ସାମାନ୍ୟ ଅଧିକ…