ରାଜ୍ୟ ସରକାର ଆଣିଲେ ନୂଆ ଅବକାରୀ ନୀତି,…
ଓଏଲ୍ ବ୍ୟୁରୋ: ରାଜ୍ୟ ସରକାର ଆଣିଲେ ନୂଆ ଅବକାରୀ ନୀତି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ଅବକାରୀ ନୀତି ଲାଗୁ ହେବ। ଯାହା ଆସନ୍ତା ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଭାଙ୍ଗ, ତାଡି ଓ ପୋଚ ପାଇଁ ବି ନିୟମ ଲାଗୁ ହୋଇଛି।
ସେହିପରି ନୂଆ ଅବକାରୀ ନୀତିରା ଗ୍ରାମୀଣ ଅଞ୍ଚଳରେ ନୂଆ…