Odisha Link
Bridging the Missing Links in Odisha
Monthly Archives

August 2024

ଚିକିଟି ବିଷାକ୍ତ ମଦ ଘଟଣା: ମୃତ୍ୟୁ…

ଓଏଲ୍‌ ବ୍ୟୁରୋ: ଚିକିଟି ବିଷାକ୍ତ ମଦ ଘଟଣାରେ ଆଜି ଆଉ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ମଦମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ମୃତକ ଜଣଙ୍କ ଏମ୍‌‌କେସିଜି ଆଇସିୟୁରେ ଚିକିତ୍ସାଧୀନ ଥିଲେ। ସୂଚନା ଅନୁସାରେ ଗଞ୍ଜାମ ଜିଲାର ଚିକିଟିରେ ବିଷାକ୍ତ ମଦ ଖାଇ ପୂର୍ବରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକ ହେଲେ…

ରାଜ୍ୟରେ ଖୋଲିବ ୨୫ ନୂଆ ଅବକାରୀ ଥାନା,…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଖୋଲିବ ଆଉ ୨୫ଟି ନୂଆ ଅବକାରୀ ଥାନା। ଏନେଇ ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଅବକାରୀ ଅଧିକ୍ଷଙ୍କଚ ଚିଠି କରାଯାଇଛି। ୧୬ଟି ଜିଲ୍ଲାରେ ମୋଟ ୨୫ଟି ନୂଆ ଅବକାରୀ ଥାନା ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ସେପ୍ଟେମ୍ବର ୪ ତାରିଖରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ବୋଲି…

ଆଜି ସ୍ବାୟତ୍ତ ଶାସନ ଦିବସ,…

ଓଏଲ୍‌ ବ୍ୟୁରୋ: ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ସମାରୋହକୁ ବେଶ୍‌ ଧୁମଧାମରେ ପାଳନ କରୁଛନ୍ତି ରାଜ୍ୟ ସରକାର। ରାଜ୍ୟରେ ବିଜେପିର ନୂଆ ସରକାର ଗଠନ ହେବା ପରେ ପ୍ରଥମ ଥର ପାଇଁ ସ୍ୱାୟତ୍ତ ଶାସନ ଦିବସ ପାଳନ ହେଉଛି। ଯାହାକୁ ସ୍ମରଣୀୟ କରିବା ପାଇଁ ମୋହନ ସରକାର ନେଇଛନ୍ତି ବଡ଼ ପଦକ୍ଷେପ।…

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ ବ୍ଲକ୍‌ ଶିକ୍ଷା ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ୍‌ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଏକାକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର…

ଭୁବନେଶ୍ବରକୁ ବାର୍ଡ ଫ୍ଲୁ ଭୟ, ବିଏମ୍‌ସି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ। ରାଜଧାନୀ ଭୁବନେଶ୍ବରକୁ ବାର୍ଡ ଫ୍ଲୁ ଭୟ। ଏହାକୁ ନଜରରେ ରଖି ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ନେଇଛି ବଡ଼ ପଦକ୍ଷେପ। ଭୁବନେଶ୍ବରରେ କୁକୁଡ଼ା ମାଂସ ବିକ୍ରି କରୁଥିବା ବ୍ୟବସାୟୀ ଯେଉଁଠି ସଂକ୍ରମଣ ହୋଇଛି ସେ ଅଞ୍ଚଳରୁ କୁକୁଡ଼ା ନକିଣିବା ପାଇଁ ପରାମର୍ଶ…

ରାଜ୍ୟ ସରକାର ଆଣିଲେ ନୂଆ ଅବକାରୀ ନୀତି,…

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଆଣିଲେ ନୂଆ ଅବକାରୀ ନୀତି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ ଏହି ନୂଆ ଅବକାରୀ ନୀତି ଲାଗୁ ହେବ। ଯାହା ଆସନ୍ତା ୨୦୨୫ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଭାଙ୍ଗ, ତାଡି ଓ ପୋଚ ପାଇଁ ବି ନିୟମ ଲାଗୁ ହୋଇଛି। ସେହିପରି ନୂଆ ଅବକାରୀ ନୀତିରା ଗ୍ରାମୀଣ ଅଞ୍ଚଳରେ ନୂଆ…

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଭାରତକୁ…

ଓଏଲ୍‌ ବ୍ୟୁରୋ: ପ୍ୟାରିସ୍‌ ପାରାଲିମ୍ପିକ୍ସ ୨୦୨୪ର ଦ୍ବିତୀୟ ଦିନରେ କମାଲ କରିଛନ୍ତି ଭାରତୀୟ ପାରା ଖେଳାଳି। ପ୍ରଥମେ ସୁଟିଂରେ ଭାରତକୁ ୩ଟି ପଦକ ମିଳିଥିଲା ବେଳେ ପାରା ଆଥେଲଟ୍‌ ପ୍ରୀତି ପଲ ୧୦୦ ମିଟର ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ପୁରୁଷ ବିଭାଗ ୧୦ ମିଟର ଏୟାର ପିସ୍ତଲ ଏସ୍‌ଏଚ୍‌୧ରେ…

ପ୍ୟାରିସ୍‌ ପାରାଲିମ୍ପିକ୍ସ: ଭାରତକୁ…

ଓଏଲ୍‌ ବ୍ୟୁରୋ: ପ୍ୟାରିସ୍‌ ପାରାଲିମ୍ପିକ୍ସ ୨୦୨୪ର ଦ୍ବିତୀୟ ଦିନରେ କମାଲ କରିଛନ୍ତି ଭାରତୀୟ ପାରା ଖେଳାଳି। ପ୍ରଥମେ ସୁଟିଂରେ ଭାରତକୁ ଦୁଇଟି ପଦକ ମିଳିଥିଲା ବେଳେ ପାରା ଆଥେଲଟ୍‌ ପ୍ରୀତି ପଲ ୧୦୦ ମିଟର ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ମହିଳା ୧୦୦ ମିଟର ଟି୩୫ ଇଭେଣ୍ଟରେ ଭାରତର ପ୍ରଥମ…

ଶ୍ରୀମନ୍ଦିର ପାଇଁ ୧୦୩ କୋଟି ଟଙ୍କାର…

ଓଏଲ୍‌ ବ୍ୟୁରୋ: ଆଜି ନୀଳାଦ୍ରି ଭକ୍ତ ନିବାସ ପରିସରରେ ଅନୁଷ୍ଠିତ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ।ଗଜପତି ମହାରାଜା ଦିବ୍ୟ ସିଂହଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ଦୀର୍ଘ ଚାରିଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଧରି ଚାଲିଥିବା ଏହି ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ…

ମହିଳାଙ୍କ ସମ୍ମାନ ପାଇଁ ବଡ଼ ପଦକ୍ଷେପ:…

ଓଏଲ୍‌ ବ୍ୟୁରୋ: ମହିଳାଙ୍କ ସମ୍ମାନ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ। ଏ ନେଇ ସବୁ ଜିଲ୍ଲାପାଳ ଓ ବିଭାଗକୁ ଚିଠି ଲେଖିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ। ସର୍ବସାଧାରଣ ସ୍ଥାନ ଏବଂ ଘରୋଇ…