ବନ୍ଧା ହେଲେ ଆପ୍ ବିଧାୟକ, ୬ ଘଣ୍ଟାର…
ଓଏଲ୍ ବ୍ୟୁରୋ: ଦିଲ୍ଲୀର ଆପ୍ ବିଧାୟକ ଅମାନତୁଲ୍ଲା ଖାନ୍ ଗିରଫ ହୋଇଥିବା ଖବର ସାମ୍ନାକୁ ଆସିଛି। ୬ ଘଣ୍ଟାର ଜେରା ପରେ ଗିରଫ କଲା ଇଡି। ଆଜି ସକାଳ ପ୍ରାୟ ୭ଟାରେ ଇଡି ଟିମ୍ ଅମାନତୁଲ୍ଲା ଖାନଙ୍କ ଘରେ ପହଞ୍ଚିଥିଲା। ହେଲେ ସେ ୨ ଘଣ୍ଟା ପର୍ଯ୍ୟନ୍ତ ଘରର କବାଟ ଖୋଲି ନଥିଲେ। ଇଡି ବାହାରେ ଠିଆ ହୋଇ…