Odisha Link
Bridging the Missing Links in Odisha
Daily Archives

September 5, 2024

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମମତା…

ଓଏଲ୍‌ ବ୍ୟୁରୋ: ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ମମତା ମହାନ୍ତ। ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିବା ବିଜେପି ପ୍ରାର୍ଥୀ ମମତା ମହାନ୍ତ ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ…

ବିଜେପିରେ ଜାଡେଜା

ଓଏଲ୍‌ ବ୍ୟୁରୋ: ରାଜନୀତିରେ ଏଣ୍ଟ୍ରି ମାରିଲେ ଟି-୨୦ କ୍ରିକେଟରୁ ଅବସର ନେଇଥିବା ଟିମ୍‌ ଇଣ୍ଡିଆର ଷ୍ଟାର ଖେଳାଳି। ଟି-୨୦ ବିଶ୍ବକପ୍‌ ୨୦୨୪ର ବିଶ୍ବ ବିଜୟୀ ଭାରତୀୟ ଦଳର ଷ୍ଟାର ଖେଳାଳି ରବିନ୍ଦ୍ର ଜାଡେଜା ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ବିଜେପିର ସଦସ୍ୟତା ଅଭିଯାନ ଚାଲିଥିବା ବେଳେ ରବିନ୍ଦ୍ର…

୨ ଦିନିଆ ସମ୍ବଲପୁର ଗସ୍ତରେ ଯିବେ…

ଓଏଲ୍‌ ବ୍ୟୁରୋ: ୨ ଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଖାଇ ଅବସରରେ ସମ୍ବଲପୁର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ସିଏମ୍‌ କିଶାନ ଯୋଜନାର ଶୁଭାରମ୍ଭ କରିବେ। ୮ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରିବେ। ସମ୍ବଲପୁରରୁ ୯ ତାରିଖରେ…

ସ୍କ୍ରାପିଂ ପଲିସିକୁ ଗୁରୁତ୍ୱ: ୧୫ ବର୍ଷ…

ଓଏଲ୍‌ ବ୍ୟୁରୋ: ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆଜି ଚଉଦ ଦିନରେ ପହଂଚିଛି। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଚାଲିଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ସ୍କ୍ରାପିଂ ପଲିସିକୁ ନେଇ ଗୁରୁବାର ପରିବହନ…

ଭାରତରେ ଶିକ୍ଷକଙ୍କ ହାରାହାରି ମାସିକ…

ଓଏଲ୍‌ ବ୍ୟୁରୋ: ଆଜି ସାରା ଦେଶ ପାଳନ କରୁଛି ଗୁରୁ ଦିବସ। ପ୍ରତିବର୍ଷ ସେପ୍ଟେମ୍ବର ୫କୁ ଗୁରୁଦିବସ ରୂପେ ପାଳନ କରୁଛି ଭାରତ। ସିଏ ହିଁ ଗୁରୁ, ଯିଏ ଆମକୁ ଅଜ୍ଞାନ ରୂପକ ଅନ୍ଧକାରରୁ ବାଟ କଢ଼େଇ ଜ୍ଞାନ ରୂପକ ଆଲୋକର ରାସ୍ତା ଦେଖାନ୍ତି। ଯାହାଙ୍କ ପ୍ରଦତ୍ତ ଜ୍ଞାନରେ ଆମେ ଜୀବନର ପ୍ରକୃତ ଉଦ୍ଦେଶ୍ୟ…

ମୁଖ୍ୟମନ୍ତ୍ରୀଙ୍କ ଗୁରୁ ଦିବସ ଭେଟି, ୩…

ଓଏଲ୍‌ ବ୍ୟୁରୋ: ଆଜି ପବିତ୍ର ଗୁରୁ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୩ ସପ୍ତାହ ମଧ୍ୟରେ ରାଜ୍ୟରେ ୧୬ ହଜାର ୧୦ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ଶିକ୍ଷକଙ୍କ ଅଭାବ ପୂରଣ ପାଇଁ ରାଜ୍ୟରେ ୨୭ ହଜାର…

ବଡ଼ ଖବର: ୩ଟି ପ୍ରସ୍ତାବକୁ କ୍ୟାବିନେଟ୍…

ଓଏଲ୍‌ ବ୍ୟୁରୋ: ଚଳିତ ବର୍ଷଠାରୁ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବ ସହ ମୋଟ ୩ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏନେଇ ଆଜି ବିଧାନସଭାରେ ସଂସଦୀୟ ବ୍ୟାପାର…

ଗୃହରେ ମନ୍ତ୍ରୀଙ୍କ ଦୃଢ଼ୋକ୍ତି:…

ଓଏଲ୍‌ ବ୍ୟୁରୋ: ଆଜି ଚଉଦ ଦିନରେ ପହଂଚିଛି ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ। ଗୃହ କାର୍ଯ୍ୟ ସୁରୁଖୁରୁରେ ଆରମ୍ଭ ହୋଇଥିବାବେଳେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ବିଧାୟକଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଏସବୁ ଭିତରେ ଆର୍ ଜି କର ମେଡିକାଲ କଲେଜ ଘଟଣାକୁ ସରକାର…

ରାଜ୍ୟରେ ବାର୍ଡ ଫ୍ଲୁ ଭୟ: ସ୍ଥିତି…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ବାର୍ଡ ଫ୍ଲୁ ଆତଙ୍କ ବଢ଼ିବାରେ ଲାଗିଛି। ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ ନିରାକରଣ କାର୍ଯ୍ୟକ୍ରମ…

ଗୁରୁ ଦିବସରେ ବଡ଼ ଘୋଷଣା, ଚଳିତବର୍ଷରୁ…

ଓଏଲ୍‌ ବ୍ୟୁରୋ: ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ସରକାରଙ୍କ ବଡ଼ ଘୋଷଣା। ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସି ଖବର ଆସିଛି। ବିଧାନସଭା ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନରେ ମନ୍ତ୍ରୀ କହିଛନ୍ତି, ଚଳିତବର୍ଷରୁ ଲାଗୁ ହେବ ସହିଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନା। ଏହି ଯୋଜନା ମାଧ୍ୟମରେ ଅଷ୍ଟମ ବା…