Odisha Link
Bridging the Missing Links in Odisha

ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌କୁ କ୍ୟାବିନେଟ୍ ମୋହର

ଓଏଲ୍‌ ବ୍ୟୁରୋ: ଏକକ ନିର୍ବାଚନକୁ ନେଇ ଆଉ ପାଦେ ଆଗକୁ ବଢ଼ିଲା କେନ୍ଦ୍ର। ୱାନ୍‌ ନେସନ୍‌ ୱାନ୍‌ ପୋଲ୍‌କୁ କେନ୍ଦ୍ର କ୍ୟାବିନେଟ ମଂଜୁରୀ ମିଳିଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ରାମନାଥ କୋବିନ୍ଦଙ୍କ ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି। ତେବେ ଏନେଇ ସଂସଦର ଆଗାମୀ ଶୀତ ଅଧିବେଶନରେ ସରକାର ବିଲ ଆଣିବେ।