ତଳିଆ ଅଞ୍ଚଳରେ ଛନକା, ଖୋଲିଲା ହୀରାକୁଦର…
ଓଏଲ୍ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ପାଇଁ ସବୁଠି ସମସ୍ୟା ସୃଷ୍ଟି ହୋଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ୭ଟି ଗେଟ୍ ଦେଇ ନିସ୍କାସିତ ହେଉଛି ବନ୍ୟାଜଳ। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା…