ପର୍ଯ୍ୟଟକଙ୍କ ପାଇଁ ବଡ଼ ଖବର: ଦୁଇ ଦିନ…
ଓଏଲ୍ ବ୍ୟୁରୋ: ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ। ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଥିବା ନେଇ ପାରାଦୀପ ରାଡାର୍ ତଥ୍ୟରୁ ପାଣିପାଗ ବିଜ୍ଞାନୀ ସୂଚନା ଦେଇଛନ୍ତି। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ ବନ୍ଦ ରଖାଯିବା ନେଇ ନିଷ୍ପତି ନିଆଯାଇଛି।…