Odisha Link
Bridging the Missing Links in Odisha
Daily Archives

October 24, 2024

ସ୍ଥଳଭାଗ ମୁହାଁ ‘ଦାନା’,…

ଓଏଲ୍‌ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସ୍ଥଳଭାଗ ମୁହାଁ ହେଉଛି। ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ…

ପୁଣେ ଟେଷ୍ଟ: ୩ଟି ପରିବର୍ତ୍ତନ ସହ…

ଓଏଲ୍‌ ବ୍ୟୁରୋ: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳା ଯାଉଥିବା ଟେଷ୍ଟ ସିରିଜର ୨ୟ ମ୍ୟାଚ୍‌ ପୁଣେଠାରେ ଖେଳାଯାଉଛି। ଭ୍ରମଣକାରୀ ନ୍ୟୁଜିଲାଣ୍ଡ ଦଳ ଟସ୍‌ ଜିିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଛି। ଯାହାଫଳରେ ପ୍ରଥମେ ବୋଲିଂ କରିବାକୁ ମଇଦାନକୁ ଓହ୍ଲାଇଛି ଭାରତ। ସବୁଠୁ ବଡ଼କଥା ହେଲା ବେଙ୍ଗାଲୁରୁ…

ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’,…

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା 'ଦାନା'। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୮୦…

ଭୁବନେଶ୍ବରରେ ୧୬ ଘଣ୍ଟା ପାଇଁ ବିମାନ…

ଓଏଲ‌ ବ୍ୟୁରୋ: ବାତ୍ୟା 'ଦାନା'ର ପ୍ରଭାବ ପଡ଼ିବା ଆରମ୍ଭ ହେଲାଣି। ଯାହା ବିମାନ ଚଳାଚଳରେ ବାଧା ସୃଷ୍ଟି କରିପାରେ। ଏହାକୁ ନଜରରେ ରଖି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୧୬ ଘଣ୍ଟା ପାଇଁ ବନ୍ଦ ରଖାଯିବ। ଗୁରୁବାର ସନ୍ଧ୍ୟା ୫ଟାରୁ ୨୫ ତାରିଖ ସକାଳ ୯ଟା ଯାଏଁ ବିମାନ ଚଳାଚଳ ବନ୍ଦ କରାଯାଇଛି।…