Odisha Link
Bridging the Missing Links in Odisha

ବିଧାନସଭା: ନଭେମ୍ବର ୨୬ରୁ ଶୀତକାଳୀନ ଅଧିବେଶନ

ଓଏଲ୍‌ ବ୍ୟୁରୋ: ନଭେମ୍ବର ୨୬ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ। ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଶୀତକାଳୀନ ଅଧିବେଶନ ଚାଲିବ। ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୬ ତାରିଖରୁ ଆରମ୍ଭ ହୋଇ। ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୧ଟି କାର୍ଯ୍ୟ ଦିବସ ରହିବ।