Odisha Link
Bridging the Missing Links in Odisha
Daily Archives

November 18, 2024

ଦିଲ୍ଲୀରେ ଭୟଙ୍କର ପ୍ରଦୂଷଣ, ଆଜିଠୁ…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଚିନ୍ତା ବଢ଼ାଉଛି ବାୟୁ ପ୍ରଦୂଷଣ। ସକାଳୁ ସକାଳୁ ଦେଶର ରାଜଧାନୀର ବିଭିନ୍ନ ସ୍ଥାନ ବିଷାକ୍ତ ବାୟୁରେ ଛାଇ ହୋଇ ରହିଛି। ସେଣ୍ଟ୍ରାଲ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ମୁତାବକ ଇଣ୍ଡିଆ ଗେଟ ସମେତ ଅନେକ ଅଞ୍ଚଳରେ ବାୟୁ ଗୁଣବତ୍ତା ମାନ ୪୦୦ ଟପିଛି। ବାୟୁର ମାନ ସିଭିୟର୍ ପ୍ଲସ୍ ବା ଅତି…

ଭିଜିଲାନ୍ସ ଜାଲରେ କାମାକ୍ଷାନଗର…

ଓଏଲ୍‌ ବ୍ୟୁରୋ: ଭିଜିଲାନ୍ସ ପଞ୍ଝାରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢାଉ ଚାଲିଛି। ଆଜି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯାଗରେ ଏକାକାଳୀନ ୧୦ଟି ସ୍ଥାନରେ ରେଡ୍ କରାଯାଇଛି। ଚଢାଉରେ ୧୦…