Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ସରକାରୀ ବାବୁ, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ

ଓଏଲ୍‌ ବ୍ୟୁରୋ: କିଛି ଦିନ ହେବ ଚାଲିଛି ସରକାରୀ ବାବୁଙ୍କ ମାଳମାଳ ସମ୍ପତିର ଖୋଳତାଡ଼। ଅନେକ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଥିବାବେଳେ ତଦନ୍ତ କରୁଛି ଭିଜିଲାନ୍ସ ଦଳ। ଏସବୁ ଭିତରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ସରକାରୀ ନିର୍ବାହୀ ଯନ୍ତ୍ରୀ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁରର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ରଙ୍କ ଘରେ ରେଡ୍। ଏକକାଳୀନ ୬ଟି ଜାଗାରେ ଭିଜିଲାନ୍ସ ଚଢ଼ାଉ କରୁଛି। ଭୁବନେଶ୍ବର, ଗଞ୍ଜାମ ଓ ଜୟପୁରରେ ରେଡ୍ ଚାଲିଛି।