ଆହୁରି ସୁଦୃଢ଼ ହେବ ସ୍ୱାସ୍ଥ୍ୟ…
ଓଏଲ୍ ବ୍ୟୁରୋ: ସୁଦୃଢ଼ ହେବ ସ୍ବାସ୍ଥ୍ୟ ଓ ଉଚ୍ଚ ଶିକ୍ଷା ବିଭାଗ। ୩୭୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ୮୫ ହୋମିଓପାଥିକ ମେଡିକାଲ ଅଫିସର, ୨୩୯ ରେଡିଓଗ୍ରାଫରଙ୍କୁ ନିଯୁକ୍ତିପତ୍ର…