ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ,…
ଓଏଲ୍ ବ୍ୟୁରୋ: ରାଜ୍ୟରେ ଅଦିନିଆ ବର୍ଷା ଚାଷୀଙ୍କ ସୁନାର ଫସଲକୁ ଉଜାଡି ଦେଇଛି। ଦୁଇ ଦୁଇ ଥର ଲଘୁଚାପ ବର୍ଷା ଯୋଗୁ ହଜାର ହଜାର ହେକ୍ଟର ଚାଷ ଜମିରେ ପାଣି ଜମିରହିଛି। କିଛି ସ୍ଥାନରେ ଧାନ ଗଜା ହୋଇଛି। ଏପଟେ ଯେତେବେଳେ ଚାଷୀ ଚାହିଁଥିଲା ସେତେବେଳେ ବର୍ଷା ହୋଇନଥିଲା, ଯାହା ଫଳରେ ଧାନ ଫସଲ ନଷ୍ଟ…