ପ୍ରବାସୀ ଭାରତୀୟ ଦିବସ: ଯୁବ ସମାବେଶରୁ…
ଓଏଲ୍ ବ୍ୟୁରୋ: ଭୁବନେଶ୍ୱରରେ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ ଭୁବନେଶ୍ୱର। ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼। ଭୁବନେଶ୍ୱର ଜନତା ମୈଦାନରେ ସମ୍ମିଳନୀ ଆରମ୍ଭ ହୋଇଛି। ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଏସ ଜୟଶଙ୍କର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…