Odisha Link
Bridging the Missing Links in Odisha

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ନେଲେ ମଧୁସୂଦନ ପାଢ଼ୀ

ଓଏଲ୍‌ ବ୍ୟୁରୋ: ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର। ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହୋଇଛନ୍ତି। ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେ ଆଜି ତୋଶାଳୀ ଭବନରେ ବିଧିବଦ୍ଧ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା।