ରାଜ୍ୟରେ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ…
ଓଏଲ୍ ବ୍ୟୁରୋ: ମୋଟର ଯାନ ଫିଟନେସ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା ବା ଏଟିଏସ ପଞ୍ଜୀକୃତ ହୋଇଛି। କଟକ ଆରଟିଓ ଅଧୀନରେ ଏହାର ସ୍ଥାପନା ହୋଇଛି। ବୈଷୟିକ ଜ୍ଞାନକୌଶଳ ଜରିଆରେ ସ୍ୱୟଂକ୍ରିୟ…