ଏଥର +୨ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର…
ଓଏଲ୍ ବ୍ୟୁରୋ: ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ +୨ ପରୀକ୍ଷା। ଆଉ ଏହା ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସକାଳ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମସ୍ତ ପରୀକ୍ଷା ହେବ। ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ବୈଠକ ପରେ CHSE ପକ୍ଷରୁ ବଡ଼ ସୂଚନା ଦିଆଯାଇଛି। ମୋଟ ୨୨ଟି ସିଟିଂରେ ପରୀକ୍ଷା ହେବ। ମୋଟ ୩…