Odisha Link
Bridging the Missing Links in Odisha

ଓଏଏସ୍‌ ସ୍ତରରେ ବଡ଼ ଅଦଳବଦଳ

ଓଏଲ୍‌ ବ୍ୟୁରୋ: ରାଜ୍ୟ ସରକାର ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଶୁକ୍ରବାର ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସାଧାରଣ ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଚିଠିରେ ୩୯ ଜଣ ଓଏଏସ୍‌ ଅଫିସରଙ୍କୁ ଅଦଳବଦଳ କରାଯାଇଛି।