ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା

ଓଏଲ୍ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଆଜି ଷଷ୍ଠ କାର୍ଯ୍ୟ ଦିବସ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ କାରଣରୁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି।