Odisha Link
Bridging the Missing Links in Odisha

ରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ, ଆସନ୍ତାକାଲି ନେବେ ଶପଥ

ଓଏଲ୍ ବ୍ୟୁରୋ : ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ। ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା ହେଲା। ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର। ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର।

Leave A Reply

Your email address will not be published.