ରତ୍ନଭଣ୍ଡାର ମରାମତିରେ ବିଳମ୍ବ! ଅଳଙ୍କାର…
ଓଏଲ୍ ବ୍ୟୁରୋ: ରତ୍ନଭଣ୍ଡାରକୁ ନେଇ ବଢୁଛି ଦ୍ୱନ୍ଦ୍ୱ। ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଏବଂ ଏହାର ସୁରକ୍ଷା ନେଇ କ୍ରମାଗତ ପ୍ରଶ୍ନ ଉଠି ଚାଲିଛି। ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହାର ନିର୍ବାଚନ ପ୍ରତିଶ୍ରୁତି ମୁତାବକ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା ସହିତ ରତ୍ନଭଣ୍ଡାର ଖୋଲି ମରାମତି ଜାରି…