Odisha Link
Bridging the Missing Links in Odisha
Daily Archives

March 7, 2025

ବନ୍ଧା ହେଲେ ପ୍ରଦୀପ ମହାନ୍ତି, ବିପୁଳ…

ଓଏଲ୍‌ ବ୍ୟୁରୋ: ବନ୍ଧା ହେଲେ କୋଟିପତି ବାବୁ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ପରିବହନ କର୍ତ୍ତୃପକ୍ଷ STA ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତିଙ୍କୁ ଗିରଫ କରାଯାଇଛି। ଭିଜିଲାନ୍ସ ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ବର, ପୁରୀ, ଖୋର୍ଦ୍ଧା, କଟକ ସମେତ…

ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ:…

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା…

ବଢ଼ିବ ତାତି! ସଚେତନ କରାଇଲା ଭାରତୀୟ…

ଓଏଲ୍‌ ବ୍ୟୁରୋ: ମାର୍ଚ୍ଚ ପ୍ରଥମ ସପ୍ତାହରୁ ମୁଣ୍ତଫଟା ତାତି। ଦିନେ ଦୁଇ ଦିନ ମଧ୍ୟରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା। ପଶ୍ଚିମ ଓଡିଶାର କିଛି ଜିଲ୍ଲାରେ ୪୦ ଅତିକ୍ରମ କରିବ। ଟାଣ ଖରା ସହ ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ବହୁଛି ଗରମ ଶୁଷ୍କ ପବନ। ପ୍ରଭାବରେ ଦିନକୁ ଦିନ ଉପରମୁହାଁ ହେଉଛି ପାରଦ। ଆଗାମୀ…

ଜଷ୍ଟିସ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର…

ଓଏଲ୍‌ ବ୍ୟୁରୋ: ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି। ଜଷ୍ଟିସ ଟଣ୍ଡନଙ୍କୁ ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ୍ ହୋଇଛି। ଜଷ୍ଟିସ ହରିଶ ଟଣ୍ଡନ ବର୍ତ୍ତମାନ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି। ପୂର୍ବରୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ…

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ:…

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା…

ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ:…

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେଉଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି…

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ସୁଭଦ୍ରା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା ମିଳିବ। ଗତକାଲି ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ସୁଭଦ୍ରା ହିତାଧିକାରୀଙ୍କୁ ପ୍ରଦାନ କରାଯାଇଥିଲା। ଏକ କୋଟି ମହିଳାଙ୍କୁ ଆସନ୍ତାକାଲି…

ଆଜିଠୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ…

ଓଏଲ୍‌ ବ୍ୟୁରୋ: ଆଜିଠୁ ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନ କାଳରେ ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଧେୟକ ପାରିତ ହେବ। ଏହି ଲମ୍ବା ଅବଧି ଭିତରେ ଗୃହରେ ଏକାଧିକ ପ୍ରସଙ୍ଗକୁ ନେଇ ଶାସକ ବିଜେପିକୁ ଘେରିବା…