୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ, ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

ଓଏଲ୍ ବ୍ୟୁରୋ: ପୁଣି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୨ରେ ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରାକ୍ରମରେ ଯୋଗଦେବେ।