ପ୍ରକାଶ ପାଇଲା ଓଜେଏସ୍-୨୦୨୩ ରେଜଲ୍ଟ, ୩୩…
ଓଏଲ୍ ବ୍ୟୁରୋ: ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ୍ (ଓଜେଏସ୍) ୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ପୁଅଙ୍କ ଅପେକ୍ଷା ଝିଅମାନେ ଭଲ ପ୍ରଦର୍ଶନ କରିଛନ୍ତି। ସମୁଦାୟ ୩୩ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବାବେଳେ ୨୪ ଜଣ ଝିଅ ପରୀକ୍ଷାର୍ଥୀ ଅଛନ୍ତି।…