ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀପ…
ଓଏଲ୍ ବ୍ୟୁରୋ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀପ ରାୟ। ଏନେଇ ଟ୍ୱିଟ କରି ଫଟୋ ପୋଷ୍ଟ କରିବା ସହ ପ୍ରଧାନମନ୍ତ୍ରୀଙ୍କ ସହ ଓଡ଼ିଶା ଏବଂ ରାଉରକେଲା ଉନ୍ନତି ନେଇ ଆଲୋଚନା କରିଥିବା ସୂଚନା ଦେଇଛନ୍ତି। ଟ୍ୱିଟ କରି ଦିଲ୍ଲୀପ ରାୟ ଲେଖିଛନ୍ତି, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଆଲୋଚନା…