କଂଗ୍ରେସ ସଦସ୍ୟଙ୍କ ବିରୋଧ ପ୍ରଦର୍ଶନ,…
ଓଏଲ୍ ବ୍ୟୁରୋ: ଆଜି ପୁଣି ସରଗରମ ହୋଇଛି ବିଧାନସଭା। ବିଭିନ୍ନ ପ୍ରସଙ୍ଗରେ ପ୍ରଶ୍ନକାଳ ଜାରି ରହିଥିବାବେଳେ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଶୋକ ପ୍ରସ୍ତାବ ଆଗତ ପରେ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ଆଜି ବି ନାରୀ ସୁରକ୍ଷା ପ୍ରସଙ୍ଗରେ କଂଗ୍ରେସ ସଦସ୍ୟ ଗୃହରେ ନାରାବାଜି,…