ଶ୍ରୀମନ୍ଦିର ସେବାୟତଙ୍କୁ ପ୍ରଶିକ୍ଷଣ,…
ଓଏଲ୍ ବ୍ୟୁରୋ: ଆଗାମୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ ନେଇ ସେବାୟତ ମାନଙ୍କର ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ତଥା ଆଲୋଚନା ଚକ୍ର ଆରମ୍ଭ ହୋଇଅଛି। ନୀଳାଦ୍ରି ଭକ୍ତ ନିବାସ ପରିସରରେ ଏହି ପ୍ରଶିକ୍ଷଣ ଶିବିରକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ ପ୍ରଜ୍ବଳନ କରି ଆରମ୍ଭ କରିଛନ୍ତି। ଶ୍ରୀମନ୍ଦିର…