Odisha Link
Bridging the Missing Links in Odisha
Daily Archives

April 17, 2025

ସୃଦୃଢ଼ ହେବ ଟ୍ରାଫିକ୍ ବ୍ୟବସ୍ଥା: ୨ହଜାର…

ଓଏଲ୍‌ ବ୍ୟୁୁରୋ: ସୁଦୃଢ ହେବ ଟ୍ରାଫିକ୍ ଓ ସଡ଼କ ସୁରକ୍ଷା ଶାଖା। ୨ହଜାର ନୂଆ ଟ୍ରାଫିକ୍ ପଦବିକୁ ସରକାର ମଞ୍ଜୁରି ପ୍ରଦାନ କରିଛନ୍ତି। ନୂଆ ପଦବିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସ୍ତରରେ ୭୦, ଜିଲ୍ଲା ସ୍ତରରେ ୧୯୩୦ ପଦବି ସୃଷ୍ଟି ହୋଇଛି। ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ…

ପୁଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର:…

ଓଏଲ୍‌ ବ୍ୟୁୁରୋ: ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୁଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ତିନୋଟି ନୂଆ ବାଟାଲିଅନ ଗଠନ କରିଛନ୍ତି। ଏଥିରେ ମୁଖ୍ୟତଃ ପୂର୍ବତନ ଆର୍ମି ଓ ନାଭିର ସୈନିକ ଏବଂ କୈନ୍ଦ୍ରୀୟ ସଶକ୍ତ ପୁଲିସ ବାହିନୀର…

ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ…

ଓଏଲ୍‌ ବ୍ୟୁୁରୋ: ୨୦୨୪ ନିର୍ବାଚନରେ ହାରିବା ପରେ ଘର ସଜାଡ଼ିବା ଆରମ୍ଭ କରିଛି ବିଜୁ ଜନତା ଦଳ। ପ୍ରଥମ ଥର ପାଇଁ ଶାସନ ଗାଦିରେ ନଥିବା ବିଜେଡି ମଙ୍ଗଳବାର ସନ୍ଧ୍ୟାରେ ୧୮ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି। ଏହା ପରେ ଆଜି ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ। ୯ମ…

ଭୁବନେଶ୍ୱରରେ ନୀତିନ ଗଡ଼କରୀ, ଭିଡ଼…

ଓଏଲ୍‌ ବ୍ୟୁରୋ: ରାଜ୍ୟର ସଡ଼କ ଭିିତ୍ତିଭୂମିକୁ ମିଳିବ ବଡ଼ ଧରଣର ପ୍ରୋତ୍ସାହନ। ଦିନିକିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶାବାସୀଙ୍କୁ ଦେବେ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଭେଟି। ଆଜି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଂଚିଛନ୍ତି କେନ୍ଦ୍ରମନ୍ତ୍ରୀ…

ଆଜି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସ,…

ଓଏଲ୍‌ ବ୍ୟୁୁରୋ: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ତମ ତିରୋଧାନ ଦିବସ। ଏହି ଦିବସରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ପରିସରରେ ଶ୍ରଦ୍ଧାଜ୍ଞଳି ଜଣାଇଲେ ମୁଖ୍ୟମନ୍ତ୍ରୀ। ସେ ଟୁଇଟ ମାଧ୍ୟମରେ କହିଛନ୍ତି ଯେ, ମହାନ…

ଆଜି ନାମାଙ୍କନ ଦାଖଲ କରିବେ ନବୀନ…

ଓଏଲ୍‌ ବ୍ୟୁୁରୋ: ୨୦୨୪ ନିର୍ବାଚନରେ ହାରିବା ପରେ ଘର ସଜାଡ଼ିବା ଆରମ୍ଭ କରିଛି ବିଜୁ ଜନତା ଦଳ। ପ୍ରଥମ ଥର ପାଇଁ ଶାସନ ଗାଦିରେ ନଥିବା ବିଜେଡି ମଙ୍ଗଳବାର ସନ୍ଧ୍ୟାରେ ୧୮ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରିଛି। ଏହା ପରେ ଆଜି ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ…

ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ…

ଓଏଲ୍‌ ବ୍ୟୁରୋ: ରାଜ୍ୟର ସଡ଼କ ଭିିତ୍ତିଭୂମିକୁ ମିଳିବ ବଡ଼ ଧରଣର ପ୍ରୋତ୍ସାହନ। ଦିନିକିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶାବାସୀଙ୍କୁ ଦେବେ ୪ ହଜାର କୋଟି ଟଙ୍କା ପ୍ରକଳ୍ପର ଭେଟି। ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ। ୪…