Odisha Link
Bridging the Missing Links in Odisha

ଝାଡ଼ଖଣ୍ଡରେ ମାଓ ଅପରେସନ: ୬ ନକ୍ସଲ ନିହତ

ଓଏଲ୍‌ ବ୍ୟୁରୋ: ଝାଡଖଣ୍ଡରେ ଜୋରଦାର ମାଓ ଅପରେସନ। ବୋକାରୋରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। ଲାଲପନିଆ ଅଞ୍ଚଳର ଲୁଗୁ ପାହାଡରୁ ୮ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ୍ୟୁସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆକଳନ କରାଯାଉଛି। ଏନକାଉଣ୍ଟରସ୍ଥଳରୁ ଏସଏଲଆର ଓ ଇନସାସ ବନ୍ଧୁକ ଜବତ ହୋଇଛି। ଗୁଇନ୍ଦା ସୂଚନା ମିଳିବା ପରେ ୨୦୯ କୋବ୍ରା ଯବାନ ଓ ଝାଡଖଣ୍ଡ ପୁଲିସ ପକ୍ଷରୁ ଏହି ଅପରେସନ କରାଯାଇଥିଲା। ସୁରକ୍ଷାକର୍ମୀଙ୍କ ଅପରେସନ ପରେ ୮ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।

Leave A Reply

Your email address will not be published.