ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ…
ଓଏଲ୍ ବ୍ୟୁରୋ: ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ। ସମ୍ବଲପୁର ଦୁର୍ଗାପାଲିସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟରେ ଆଜି ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିଛି। ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବେ ମୋହନ ମାଝୀ। ଏହି ଶିବିରରେ ୧୧ ମନ୍ତ୍ରୀଙ୍କ ସହ…