ବୁଧବାରଠୁ ୫ ଦିନ ସ୍କୁଲ-କଲେଜ ବନ୍ଦ
ଓଏଲ୍ ବ୍ୟୁରୋ: ରାଜ୍ୟରେ ବଢ଼ି ଚାଲିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ନଜରରେ ରଖି ରାଜ୍ୟ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି। ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଆସନ୍ତାକାଲିଠୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ, କଲେଜ…