Odisha Link
Bridging the Missing Links in Odisha

୬ଟି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ରାଜ୍ୟ କ୍ୟାବିନେଟର ମୋହର

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୬ଟି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିଛି। ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ସବୁ ବିଭାଗୀୟ ସଚିବ ବୈଠକରେ ଉପସ୍ଥିତ ଥିଲେ।

Leave A Reply

Your email address will not be published.