୧୯୭୨ ସିମ୍ଲା ଶାନ୍ତି ଚୁକ୍ତି ବାତିଲ୍…
ଓଏଲ୍ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ CCS ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହାର…