Odisha Link
Bridging the Missing Links in Odisha
Daily Archives

April 25, 2025

ଦିଲ୍ଲୀ ମେୟର ନିର୍ବାଚନ: ବିଜେପିର ବଡ଼…

ଓଏଲ୍‌ ବ୍ୟୁରୋ: ଦିଲ୍ଲୀରେ ଆରମ୍ଭ ହୋଇଛି ରେଖା ସରକାର। ଦିଲ୍ଲୀର ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁୁପ୍ତା ଶପଥ ନେଇଥିବା ଡବଲ ଇଞ୍ଜିନ ସରକାର ଏବେ ଟ୍ରିପିଲ ଇଞ୍ଜିନରେ ପହଂଚିଛି। ଦିଲ୍ଲୀ ମେୟର ନିର୍ବାଚନରେ ରାଜା ଇକବଲ ସିଂ ନିର୍ବାଚନରେ ବିଜୟ ହାସଲ କରିଛନ୍ତି। ନୂଆ ମେୟର ଭାବେ ରାଜା ଇକବଲ…

ମୁଖ୍ୟ ସୂଚନା କମିଶନର ଭାବେ ଶପଥ ନେଲେ…

ଓଏଲ୍‌ ବ୍ୟୁରୋ: ମନୋଜ କୁମାର ପରିଡ଼ା ହେଲେ ନୂଆ ରାଜ୍ୟ ମୁଖ୍ୟ ସୂଚନା କମିଶନର। ଆଜି ମୁଖ୍ୟ ସୂଚନା ଆୟୁକ୍ତ ଭାବେ ପୂର୍ବତନ IAS ଅଧିକାରୀ ମନୋଜ କୁମାର ପରିଡ଼ା ରାଜଭବନ ଠାରେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ମନୋଜ ପରିଡାଙ୍କୁ ପଦ ଓ ଗୋପନୀୟତାର ଶପଥ…

ଓଡ଼ିଶାରେ ଅଛନ୍ତି ୧୨ ଜଣ ପାକିସ୍ତାନୀ,…

ଓଏଲ୍‌ ବ୍ୟୁରୋ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ଉପରେ କୂଟନୈତିକ ପ୍ରହାର ଜାରି ରଖିଛି। ପାକିସ୍ତାନୀଙ୍କ ପାଇଁ ଭାରତ ଜାରି କରିଥିବା ସମସ୍ତ ବୈଧ ଭିସାକୁ ରଦ୍ଦ କରାଯାଇଛି ବୋଲି ଗୁରୁବାର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି। କେବଳ ମେଡିକାଲ ଭିସା ଆଗାମୀ ୨୯ ତାରିଖ ପର୍ଯ୍ୟନ୍ତ…

ବାସହରାଙ୍କୁ ମିଳିବ ସାହାରା, ଆସନ୍ତା…

ଓଏଲ୍‌ ବ୍ୟୁରୋ: PMAYରେ ନୂଆ ହିତାଧିକାରୀ ଚୟନ ପାଇଁ ଗାଁ ଗାଁରେ ସର୍ଭେ ଚାଲିଛି। ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀରୁ ଶୁଭାରମ୍ଭ PMAY ସର୍ଭେ ଆରମ୍ଭ ହୋଇଥିଲା। ଏହି କ୍ରମରେ ପ୍ରଥମ ପର୍ଯ୍ୟାୟରେ ୬୦ ହଜାର ହିତାଧିକାରୀ ସାମିଲ ହୋଇଥିଲେ। ଆସନ୍ତା ମାସରେ ୧ ଲକ୍ଷ ଘର ବାଣ୍ଟିବେ ସରକାର। ମେ’ ମାସ ଶେଷ…

ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର…

ଓଏଲ୍‌ ବ୍ୟୁରୋ: ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର ମାନ୍ୟତା। ଏହା ରାଜ୍ୟର ଦ୍ବିତୀୟ ଜାତୀୟ ଉଦ୍ୟାନ ହୋଇଥିବା ବେଳେ ଦେଶର ୧୦୭ତମ ସ୍ଥାନରେ ରହିଛି। ଶିମିଳିପାଳରେ ଅଛନ୍ତି ୪୦ ମହାବଳ। ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ କୁମାର ଝା' ସୂଚନା ଦେଇଛନ୍ତି। ଶିମିଳିପାଳରେ ୪୦ ମହାବଳରୁ ୬ଟି ଶାବକ ଅଛନ୍ତି।…

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍…

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) ଗଠିତ ହୋଇଛି। ଏହି କୋର୍ଟ ଗୁଡିକ ହେଲା ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା ଜିଲ୍ଲାର ରାୟଗଡା, ପୁରୀ ଜିଲ୍ଲାର…

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା:…

ଓଏଲ୍‌ ବ୍ୟୁରୋ: ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ବ୍ରହ୍ମପୁରରେ ଡେରା ପକାଇଛି କ୍ରାଇମବ୍ରାଞ୍ଚ ଟିମ୍। ଗୋପାଳର ପୂର୍ବ କଲ୍ ହିଷ୍ଟ୍ରି ଖୋଲିଲା କ୍ରାଇମ୍‌ବ୍ରାଞ୍ଚ। ଗୋପାଳ ଦାସର ପରିବାରକୁ କ୍ରାଇମବ୍ରାଞ୍ଚ ବ୍ରହ୍ମପୁରରେ ପଚରାଉଚରା କରିଛି। ଗୋପାଳର ବଡ଼ଭାଇ ସହ ପୁତୁରାକୁ ପଚରାଉଚରା କରିଛି…

ପହଲଗାମ୍ ଆତଙ୍କୀ ହମ୍‌ଲା: ଦିଲ୍ଲୀ ବନ୍ଦ…

ଓଏଲ୍‌ ବ୍ୟୁରୋ: ପହଲଗାମରେ ଆତଙ୍କୀ ଆକ୍ରମଣ ପରେ ସାରା ଦେଶରେ ଚହଳ ପଡିଛି। ବିଶ୍ଵବ୍ୟାପୀ ଘଟଣାକୁ ନିନ୍ଦା କରିବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି। ଘଟଣାକୁ ଦୃଢ଼ ନିନ୍ଦା କରିବା ସହ ଦିଲ୍ଲୀରେ ବନ୍ଦ ପାଳନ ଡାକରା ଦିଆଯାଇଛି। ଦିଲ୍ଲୀ ଟ୍ରେଡର ଆସୋସିଏସନ ପକ୍ଷରୁ ବନ୍ଦ ପାଳନ ଡାକରା ଦିଆଯାଇଛି। ଚାନ୍ଦନୀ…

ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ, ଏକ ଘଣ୍ଟା…

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ଭିତରକାଠ ପାଖରେ ବାନ୍ତି ପଡ଼ିବାରୁ ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ ହୋଇଥିବା ଜଣା ପଡିଛି। ମହାସ୍ନାନ ନୀତି ପରେ ସାଧାରଣ ଦର୍ଶନ ସ୍ଵାଭାବିକ ହେବ। ଅବକାଶ ନୀତି ପରେ ମହାସ୍ନାନ ନୀତି ଆରମ୍ଭ ହେବ। ସେହି ସମୟରେ ପ୍ରାୟ ଏକ ଘଣ୍ଟା ବନ୍ଦ ରହିବ ସାଧାରଣ…