ପୁନଃ ଯାଞ୍ଚ ହେବ ଯୁକ୍ତ ଦୁଇ ପରୀକ୍ଷା…
ଓଏଲ୍ ବ୍ୟୁରୋ: ଆଜିଠୁ ଯୁକ୍ତ ଦୁଇ ପରୀକ୍ଷାର ଉତ୍ତର ଖାତା ରିଚେକିଂ ଆବେଦନ ଆରମ୍ଭ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଉତ୍ତରଖାତା ପୁନଃ ଯାଞ୍ଚ ବା ରିଚେକିଂ ପାଇଁ ଆଜିଠାରୁ ଆବେଦନ କରିପାରିବେ। ଜୁନ୍ ୧୩ ତାରିଖ ପର୍ଯ୍ୟନ୍ତ…