ବିସିସିଆଇ ନେଲା ବଡ଼ ନିଷ୍ପତ୍ତି: ବନ୍ଦ…
ଓଏଲ୍ ବ୍ୟୁରୋ: ଅସ୍ତବ୍ୟସ୍ତ ହୋଇପଡିଛି ସାରା ବିଶ୍ୱ। ପାକିସ୍ତାନର ଆତଙ୍କୀ ହମଲା ପରେ ଭାରତ ଆରମ୍ଭ କରିଛି ଅପରେସନ ସିନ୍ଦୁର। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ମଧ୍ୟରେ IPL ୨୦୨୫ ସ୍ଥଗିତ ହୋଇଛି। ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ…