ଲେଖକ ବିଶ୍ୱମୋହନ ପଟ୍ଟନାୟକ…
ଓଏଲ୍ ବ୍ୟୁରୋ: ବରିଷ୍ଠ ଲେଖକ ତଥା ପର୍ଯ୍ୟଟକ ବିଶ୍ବମୋହନ ପଟ୍ଟନାୟକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ଭେଟି ତାଙ୍କ ଲିଖିତ ଦୁଇଟି ଭ୍ରମଣ ପୁସ୍ତକର ପ୍ରଥମ ଖଣ୍ଡ ପ୍ରଦାନ କରିଛନ୍ତି।
ଏହି ଦୁଇ ପୁସ୍ତକ ହେଲା ଓଡିଆରେ ଲିଖିତ ‘ପ୍ରାଚୁର୍ଯ୍ୟର ଇଲାକାରେ ଗୋଟିଏ ମାସ’ ଏବଂ ଏହାର…