ଆଣ୍ଡାମାନ ଛୁଇଁଲା ମୌସୁମୀ, ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ

ଓଏଲ୍ ବ୍ୟୁରୋ: ଆଣ୍ଡାମାନ ସାଗରରେ ପାଦ ଥାପିଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଣ୍ଡାମାନ ସାଗର ସମେତ ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଉତ୍ତର ଆଣ୍ଡାମାନ ସାଗରରର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।