ରାଜଧାନୀରେ ପରାକ୍ରମ ଶୋଭାଯାତ୍ରା, ୩…
ଓଏଲ୍ ବ୍ୟୁରୋ: ସାରା ଦେଶ ଆଜି ପାଳନ କରୁଛି ତ୍ରିରଙ୍ଗା ଯାତ୍ରା। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନିସେନାଙ୍କୁ ସମ୍ମାନ ଜଣାଇବା ଲାଗି ‘ପରାକ୍ରମ ଶୋଭାଯାତ୍ରା’ ଆୟୋଜିତ ହୋଇଛି। ଏଥିଲାଗି ରାଜଧାନୀ ଭୁବନେଶ୍ବରରେ କଳିଙ୍ଗ ଷ୍ଟାଡିୟମ ପରିସରରୁ ମଧ୍ୟ ‘ପରାକ୍ରମ ଶୋଭାଯାତ୍ରା’ ବାହାରିଛି।…