ସାମାଜିକ ଓ ଆର୍ଥିକ ଅନଗ୍ରସର ସଂରକ୍ଷଣ…
ଓଏଲ୍ ବ୍ୟୁରୋ: ସାମାଜିକ ଓ ଆର୍ଥିକ ଅନଗ୍ରସର (SEBC) ପାଇଁ ସଂରକ୍ଷଣ ପ୍ରସଙ୍ଗ ନେଇ ସ୍ପଷ୍ଟ କରିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କାଲିର କ୍ୟାବିନେଟ୍ ନିଷ୍ପତ୍ତି ନେଇ ଥିବା ଦ୍ବନ୍ଦ୍ବ ଦୂର କରିଛନ୍ତି। ଜାତିଭିତ୍ତିକ ସଂରକ୍ଷଣ ୫୦% ଟପିବନି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି।…